କନକ ବ୍ୟୁରୋ: ଆସନ୍ତା ୩୦ କିମ୍ବା ୩୧ରେ ବାହାରିପାରେ ଯୁକ୍ତ ୨ ପରୀକ୍ଷା ଫଳ । ୨୮ ତାରିଖରେ ଯୁକ୍ତ ଦୁଇ ପରୀକ୍ଷା ଫଳ ତାରିଖ ଘୋଷଣା କରାଯିବ । ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ଜୁନ୍ ୮ ସୁଦ୍ଧା ଆସିପାରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଏନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ।
ଆସନ୍ତା ୩୦ କିମ୍ବା ୩୧ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ, ବାଣିଜ୍ୟ ପରୀକ୍ଷା ଫଳ । ଜୁନ୍ ୮ସୁଦ୍ଧା କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ।
/kanak/media/post_attachments/wp-content/uploads/2023/05/12-20.jpg)
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)