ଆସନ୍ତା ୩୦ କିମ୍ବା ୩୧ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ, ବାଣିଜ୍ୟ ପରୀକ୍ଷା ଫଳ । ଜୁନ୍ ୮ସୁଦ୍ଧା କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । 

Advertisment
ଆସନ୍ତା ୩୦ କିମ୍ବା ୩୧ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ, ବାଣିଜ୍ୟ ପରୀକ୍ଷା ଫଳ । ଜୁନ୍ ୮ସୁଦ୍ଧା କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । 

କନକ ବ୍ୟୁରୋ: ଆସନ୍ତା ୩୦ କିମ୍ବା ୩୧ରେ ବାହାରିପାରେ ଯୁକ୍ତ ୨ ପରୀକ୍ଷା ଫଳ । ୨୮ ତାରିଖରେ ଯୁକ୍ତ ଦୁଇ ପରୀକ୍ଷା ଫଳ ତାରିଖ ଘୋଷଣା କରାଯିବ ।  ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ଜୁନ୍ ୮ ସୁଦ୍ଧା ଆସିପାରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଏନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe