ଗଂଜାମ ଓ ଗଜପତିରେ ବର୍ଷା ବିତ୍ପାତ । ବଡ ଧରଣର ବିପଦ ନଥିବା କହିଲେ ଏସଆରସି

73

କନକ ବ୍ୟୁରୋ : ବର୍ଷା ପ୍ରଭାବରେ ଗଜପତି ଓ ଗଂଜାମ ଜିଲ୍ଲାରେ କିଛି ମାତ୍ରାରେ କ୍ଷୟ କ୍ଷତି ହୋଇଛି । ତେବେ ବଡ ଧରଣ କୌଣସି ବିପଦ ନାହିଁ ବୋଲି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା । ଗଭୀର ଅବପାତ, ଅବପାତରେ ପରିଣତ ହୋଇଛି । ଏହାର ପ୍ରଭାବ ଓଡ଼ିଶା ଉପରେ ଆଉ ନାହିଁ ।

ଆଗାମୀ ୧୨ ଘଂଟାରେ ଦୁର୍ବଳ ହେବ ଲଘୁଚାପ । ଦକ୍ଷିଣ ଉପକୂଳ ଓଡ଼ିଶାରେ ୫ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ବେଳେ ଅନ୍ୟ ଜିଲ୍ଲାମାନଙ୍କରେ ପାଗ ଶୁଖିଲା ରହିବ । ୭ଦିନ ଯାଏଁ ବଡ଼ ବର୍ଷାର ସମ୍ଭାବନା ନାହିଁ ।

Comments are closed.