ଗଂଜାମ ଓ ଗଜପତିରେ ବର୍ଷା ବିତ୍ପାତ । ବଡ ଧରଣର ବିପଦ ନଥିବା କହିଲେ ଏସଆରସି

Advertisment
ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ଲାନ୍ । ସନ୍ଧ୍ୟା ୬ଟାରେ ଏସଆରସିଙ୍କ ପ୍ରେସମିଟ୍ ।

କନକ ବ୍ୟୁରୋ : ବର୍ଷା ପ୍ରଭାବରେ ଗଜପତି ଓ ଗଂଜାମ ଜିଲ୍ଲାରେ କିଛି ମାତ୍ରାରେ କ୍ଷୟ କ୍ଷତି ହୋଇଛି । ତେବେ ବଡ ଧରଣ କୌଣସି ବିପଦ ନାହିଁ ବୋଲି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା । ଗଭୀର ଅବପାତ, ଅବପାତରେ ପରିଣତ ହୋଇଛି । ଏହାର ପ୍ରଭାବ ଓଡ଼ିଶା ଉପରେ ଆଉ ନାହିଁ ।

ଆଗାମୀ ୧୨ ଘଂଟାରେ ଦୁର୍ବଳ ହେବ ଲଘୁଚାପ । ଦକ୍ଷିଣ ଉପକୂଳ ଓଡ଼ିଶାରେ ୫ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ବେଳେ ଅନ୍ୟ ଜିଲ୍ଲାମାନଙ୍କରେ ପାଗ ଶୁଖିଲା ରହିବ । ୭ଦିନ ଯାଏଁ ବଡ଼ ବର୍ଷାର ସମ୍ଭାବନା ନାହିଁ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe