ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ : ୧୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ କ୍ୟାବିନେଟ ମୋହର

Advertisment
ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ : ୧୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ କ୍ୟାବିନେଟ ମୋହର

କନକ ବ୍ୟୁରୋ : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ ଏବଂ ମନ୍ତ୍ରୀ ପରିଷଦ ବୈଠକ । ଅପରାହ୍ନରେ ଡକାଯାଇଥିବା ମନ୍ତ୍ରୀ ପରିଷଦ ବୈଠକରେ ୨୦୨୦-୨୧ ଆର୍ଥିକ ବର୍ଷ ଲାଗି ପ୍ରଥମ ଅତିରିକ୍ତ ବଜେଟ୍ ଉପରେ ମୋହର ଲାଗିବ । ସେହିପରି ପରେ କ୍ୟାବିନେଟ୍ ବୈଠକ ବସିବାର କାର୍ଯ୍ୟସୂଚୀ ରହିଛି । ଏଥିରେ ୧୫ଟି ପ୍ରସ୍ତାବ ଉପରେ ଆଲୋଚନା ହେବ । ବିଶେଷ କରି ପୂର୍ତ, ସ୍ୱାସ୍ଥ୍ୟ ଏବଂ ରାଜସ୍ୱ ବିଭାଗର କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରି ପାରନ୍ତି ମନ୍ତ୍ରୀମଣ୍ଡଳ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe