ଅକ୍ଟୋବର ୨୫ ତାରିଖକୁ ସରକାରୀ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ସୂର୍ଯ୍ୟପରାଗ ପଡୁଥିବାରୁ ବନ୍ଦ ରହିବ ସ୍କୁଲ, କଲେଜ ଓ ଶିକ୍ଷାନୁଷ୍ଠାନ ।

Advertisment
ଅକ୍ଟୋବର ୨୫ ତାରିଖକୁ ସରକାରୀ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ସୂର୍ଯ୍ୟପରାଗ ପଡୁଥିବାରୁ ବନ୍ଦ ରହିବ ସ୍କୁଲ, କଲେଜ ଓ ଶିକ୍ଷାନୁଷ୍ଠାନ ।

କନକ ବ୍ୟୁରୋ: ଅକ୍ଟୋବର ୨୫ ତାରିଖକୁ ସରକାରୀ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ଏହି ତାରିଖରେ ସୂର୍ଯ୍ୟପରାଗ ପଡୁଥିବାରୁ ଉକ୍ତ ଦିନକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ମଙ୍ଗଳବାର ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ତା ସହିତ ରାଜସ୍ୱ ବିଭାଗୀୟ କୋର୍ଟ, ବ୍ୟାଙ୍କ୍ ଓ ଅନ୍ୟ ସମସ୍ତ ବ୍ୟାଙ୍କିଙ୍ଗ୍ ଇନଷ୍ଟିଚ୍ୟୁସନ୍ ମଧ୍ୟ ଏହିଦିନ ବନ୍ଦ ରହିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe