କନକ ବ୍ୟୁରୋ : ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ । ବାହାର ରାଜ୍ୟକୁ ଗଞ୍ଜେଇ ଚୋରା ଚାଲଣ ବେଳେ ଜବତ । ୧୫ଶହ ୭୭ କେଜିରୁ ଅଧିକ ଗଞ୍ଜେଇ ଚୋରା ଚାଲଣ ବେଳେ ଜବତ କଲା ପୋଲିସ । ପେଟ୍ରୋଲ ଟ୍ୟାଙ୍କର ଗାଡ଼ିର ଉପର ଚାମ୍ବରରେ ଯାଉଥିଲା ଗଞ୍ଜେଇ । ଗଞ୍ଜେଇ ଲମତପୁଟରୁ ବିହାରକୁ ଚୋରାଚାଲଣ ହେଉଥିଲା ।
ଘଟଣା ସ୍ଥଳରୁ ପେଟ୍ରୋଲ ଟ୍ୟାଙ୍କର ଗାଡ଼ି ସହ ଗୋଟିଲ ଇନୋଭା କାର ଜବତ କରିଛି । ହେଲେ ଘଟଣା ସ୍ଥଳରୁ ୩ଜଣ ଗଞ୍ଜେଇ ଚୋରା ଚାଲାଣକାରୀ ଫେରାର ହୋଇଛନ୍ତି । ଗୋଟିଏ ବଣ୍ଡଲରେ ୧୦ କେଜି ହିସାବରେ ୧୫୮ଟି ବଣ୍ଡଲରୁ ୧୫୭୭ କେଜି ଗଞ୍ଜେଇ ଜବତ କରିଛି ପୋଲିସ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)
/kanak/media/post_attachments/wp-content/uploads/2021/01/7-30.jpg)