ବରଗଡରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ତିନି ଶ୍ରମିକଙ୍କ ଉପରେ ମାଡିଗଲା ଟ୍ରକ୍

Advertisment
ବରଗଡରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ତିନି ଶ୍ରମିକଙ୍କ ଉପରେ ମାଡିଗଲା ଟ୍ରକ୍

କନକ ବ୍ୟୁରୋ: ଟ୍ରକ୍ ଧକ୍କାରେ ଚାଲିଗଲା ତିନି ଜୀବନ । ବରଗଡ ଜିଲ୍ଲା ସୋହେଲା ରାୟପୁର ରୋଡ ସ୍ଥିତ ଲୁହୁରାଚଟି ପାଖରେ ଘଟିଛି ଦୁର୍ଘଟଣା । ଅଶୋକା କମ୍ପାନୀରେ କାର୍ଯ୍ୟରତ ତିନି କର୍ମଚାରୀଙ୍କୁ ଦଳିଦେଲା ଟ୍ରକ୍ । ଘଟଣାସ୍ଥଳରେ ତିନି ଜଣଙ୍କ ମୃତ୍ୟୁ ହୋଇଛି । ଗତକାଲି ବିଳମ୍ବିତ ରାତିରେ ଘଟଛି ଏଭଳି ଅଭାବନୀୟ ଘଟଣା । ଜାତୀୟ ରାଜପଥ କଡରେ ଡ୍ୟୁଟି କରୁଥିବା ସମୟରେ ମାଡିଗଲା ଟ୍ରକ୍ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe