କନକ ବ୍ୟୁରୋ: ରାଜ୍ୟରେ ବଢିଲା ଦିନମଜୁରିଆଙ୍କ ପାରିଶ୍ରମିକ । ଶ୍ରମିକଙ୍କ ମହଙ୍ଗା ଭତ୍ତା ୧୧ ଟଙ୍କା ବୃଦ୍ଧି କଲେ ରାଜ୍ୟ ସରକାର । ଶ୍ରମିକ ଦିବସରୁ ଲାଗୁ ହେବ ନୂଆ ମଜୁରୀ ତଥା ମହଙ୍ଗା ଭତ୍ତା । ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ୩୧୫ରୁ ୩୨୬କୁ ବୃଦ୍ଧି । କୁଶଳୀ ଶ୍ରମିକଙ୍କ ମଜୁରୀ ୪୦୫ରୁ ୪୧୬କୁ ବୃଦ୍ଧି । ଅତିକୁଶଳୀ ଶ୍ରମିକଙ୍କ ମଜୁରୀ ୪୬୫ରୁ ୪୭୬କୁ ବୃଦ୍ଧି ।
ରାଜ୍ୟରେ ବଢିଲା ଦିନମଜୁରିଆଙ୍କ ପାରିଶ୍ରମିକ: ଶ୍ରମିକଙ୍କ ମହଙ୍ଗା ଭତ୍ତା ୧୧ ଟଙ୍କା ବୃଦ୍ଧି କଲେ ରାଜ୍ୟ ସରକାର
/kanak/media/post_attachments/wp-content/uploads/2022/04/18-28.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)