କରୋନା ଆକ୍ରାନ୍ତଙ୍କ ଘର ଆଗରେ ଆଉ ଲାଗିବନି ପୋଷ୍ଟର । ଜିଲ୍ଲାପାଳ ଏବଂ ପୌର କମିଶନରଙ୍କୁ ଚିଠି ଲେଖିଲେ ଅତିରିକ୍ତ ମୁଖ୍ୟ ସଚିବ ।

କରୋନା ଆକ୍ରାନ୍ତଙ୍କ ଘର ଆଗରେ ଆଉ ଲାଗିବନି ପୋଷ୍ଟର । ଜିଲ୍ଲାପାଳ ଏବଂ ପୌର କମିଶନରଙ୍କୁ ଚିଠି ଲେଖିଲେ ଅତିରିକ୍ତ ମୁଖ୍ୟ ସଚିବ ।

କନକ ବ୍ୟୁରୋ : କରୋନା ମୁକାବିଲା ଭିତରେ ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି । କରୋନା ଆକ୍ରାନ୍ତଙ୍କ ଘର ଆଗରେ ଆଉ ଲାଗିବନି ପୋଷ୍ଟର । ଘରୋଇ ସଂଗରୋଧରେ ଥିବା ବ୍ୟକ୍ତିଙ୍କ ଘରେ ବିଏମସି କିମ୍ବା ମ୍ୟୁନିସପାଲଟି ପକ୍ଷରୁ କୌଣସି ପୋଷ୍ଟର ଲଗାଯିବନାହିଁ । ଏନେଇ ଆଜି ରାଜ୍ୟର ସମସ୍ତ ଜିଲ୍ଲାପାଳ ଏବଂ ପୌର କମିଶନରଙ୍କୁ ଚିଠି ଲେଖିଛନ୍ତି ଅତିରିକ୍ତ ମୁଖ୍ୟ ସଚିବ ।

ତେବେ ପୂର୍ବରୁ କୌଣସି ବ୍ୟକ୍ତି କରୋନାରେ ଆକ୍ରାନ୍ତ ହେଲେ, ସମ୍ପୃକ୍ତ ବ୍ୟକ୍ତିଙ୍କ ଘର ଆଗରେ କ୍ୱାରେଣ୍ଟିନ ପୋଷ୍ଟର ଲଗାଯାଉଥିଲା । କିନ୍ତୁ ଏଣିକି ଆଉ କରୋନା ଆକ୍ରାନ୍ତଙ୍କ ଘର ଆଗରେ ଆଉ ଲାଗିବନି ପୋଷ୍ଟର ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe