କନକ ବ୍ୟୁରୋ: ଆରମ୍ଭ ହୋଇସାରିଛି ଟି-୨୦ ବିଶ୍ୱକପର ବଡ ମ୍ୟାଚ । ଆଜିର ଏହି ମ୍ୟାଚରେ ଟସ ଜିତି ବୋଲିଂ ନିଷ୍ପତ୍ତି ନେଇଛି ଭାରତ ତେଣୁ ପ୍ରଥମେ ବ୍ୟାଟିଂ କରିବାକୁ ମୈଦାନକୁ ଓହ୍ଲାଇବ ପାକିସ୍ତାନ ଦଳ । ଆଜିର ଏହି ମ୍ୟାଚରେ କଡା ଟକ୍କର ଦେଖିବାକୁ ମିଳିବ । ଉଭୟ ଦଳ ଏହି ମ୍ୟାଚରେ ବାଜି ମାରିବାକୁ ଜୋରଦାର ପ୍ରୟାସ ଜାରି ରଖିବେ ।
ତେବେ ନଜର ପକାନ୍ତୁ ଭାରତର ପ୍ଲେଇଙ୍ଗ ୧୧ ଉପରେ
ରୋହିତ ଶର୍ମା, କେଏଲ ରାହୁଲ, ବିରାଟ କୋହଲି, ସୂର୍ୟ୍ୟକୁମାର ଯାଦବ, ଋଷବ ପନ୍ତ, ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, ଭୁବନେଶ୍ୱର କୁମାର, ବରୁଣ ଚକ୍ରବର୍ତ୍ତୀ, ମହମ୍ମଦ ସାମି, ଯଶପ୍ରୀତ ବୁମରାହ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/10/FCd8LUBWYAQqqXM.jpg)