କନକ ବ୍ୟୁରୋ: ବିଜୁ ଜନତା ଦଳର ମାନ୍ୟବର ଅଧ୍ୟକ୍ଷ ନବୀନ ପଟ୍ଟନାୟକ ଆଜି ପ୍ରିୟଦର୍ଶୀ ମିଶ୍ର, ଜନ୍ମେଜୟ ଲେଙ୍କା ଏବଂ ମୀନକେତନ ଅମାନ୍ତଙ୍କୁ ଦଳର ରାଜ୍ୟ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରିଛନ୍ତି।
ସେହିଭଳି ବିଜୟ ନାୟକ ଓ ଜିତୁ ପଟ୍ଟନାୟକଙ୍କୁ ବରଗଡ଼ ଜିଲ୍ଲା ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀର କୋ-ଅବଜରଭର୍ ଭାବେ ମଧ୍ୟ ନିଯୁକ୍ତି ମିଳିଥିବା କଥା ଦଳ ତରଫରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2019/03/bjd-aa-1-1.jpg)
/kanak/media/post_attachments/wp-content/uploads/2019/02/bjd-300x183.jpg)