କନକ ବ୍ୟୁରୋ: ରାଜ୍ୟର ୮ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, ଗଞ୍ଜାମ ଏବଂ ନୂଆପଡ଼ା ଭଳି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହିସବୁ ଜିଲ୍ଲାବାସୀ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ପାଣିପାଗ ଗତିବିଧି ଉପରେ ନଜର ରଖିବା ସହ ବଜ୍ରପାତ ମୁକ୍ତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି ।
୮ ଜିଲ୍ଲାକୁ ସତର୍କ ଘଣ୍ଟି! ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ଏହିସବୁ ଜିଲ୍ଲା ଗୁଡ଼ିକୁ ବର୍ଷା ଓ ବଜ୍ରପାତ ବିପଦ ନେଇ ୟେଲୋ ୱାର୍ଣ୍ଣିଂ ଜାରି ।
/kanak/media/post_attachments/wp-content/uploads/2024/06/4-JILA-1-750x430-1.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)