ପୁଣି ଚର୍ଚ୍ଚାରେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ : କଟକ ସବ ରେଜିଷ୍ଟ୍ରାର ଅଫିସରେ ବିବାହ ପାଇଁ କଲେ ଆବେଦନ

ପୁଣି ଚର୍ଚ୍ଚାରେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ : କଟକ ସବ ରେଜିଷ୍ଟ୍ରାର ଅଫିସରେ ବିବାହ ପାଇଁ କଲେ ଆବେଦନ

କନକ ବ୍ୟୁରୋ : ପୁଣି ଚର୍ଚ୍ଚାରେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ । ବିବାଦରୁ ସଂପୂର୍ଣ୍ଣ ମୁକ୍ତି ପାଇନଥିବା ବେଳେ ବିବାହ ପାଇଁ କୋର୍ଟରେ ଆବେଦନ କରିଛନ୍ତି ତିର୍ତ୍ତୋଲ ବିଧାୟକ । କଟକ ସବ ରେଜିଷ୍ଟ୍ରାର ଅଫିସରେ ବିବାହ ପାଇଁ ବିଜୟଶଙ୍କର ଦାସ ଆବେଦନ କରିଥିବା ସୂଚନା ମିଳିଛି । ପୂର୍ବତନ ବାନ୍ଧବୀ ସୋମାଲିକା କୋର୍ଟରେ ବିଧାୟକ ବିଜୟଶଙ୍କରଙ୍କ ନାଁରେ କରିଥିବା ଅଭିଯୋଗରୁ ସେ କ୍ଲିନଚିଟ ପାଇନାହାନ୍ତି । ଆଉ ଏବେ ବିବାହ ପାଇଁ ଆବେଦନ କରିବା ବିଧାୟକଙ୍କ ଅଡୁଆ ବଢାଇବ ନାହିଁ କି ବୋଲି ସାଧାରଣରେ ଚର୍ଚ୍ଚା ହେଉଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe