କନକ ବ୍ୟୁରୋ: ଆଜି ଦେଶ ପାଳୁଛି ୭୫ ତମ ସାଧାରଣତନ୍ତ୍ର ଦିବସ । ଦିଲ୍ଲୀଠୁ ପଲ୍ଲୀ ସବୁଠି ଉତ୍ସବର ମହୋଲ । ନୂଆ ଦିଲ୍ଲୀର କର୍ତ୍ତବ୍ୟ ପଥ ଓ ଭୁବନେଶ୍ୱରରେ ଗାନ୍ଧୀମାର୍ଗରେ ଗଡିବ ପ୍ରଜ୍ଞାପନ ମେଢ । ‘ରୂପାନ୍ତରଣ ପଥେ ଓଡ଼ିଶା’ ଥିମକୁ ନେଇ ଆୟୋଜନ ହୋଇଛି ମେଢ । ରାଜ୍ୟ ସରକାରଙ୍କ ୧୨ ଟି ବିଭାଗ ଏବଂ ଗୋଟିଏ ନଗମ ପକ୍ଷରୁ ମୋଟ ୧୩ ଟି ମେଢ ଗଡିବା ନେଇ ସ୍ଥିତ ହୋଇଛି । ଏଥର ଦିଲ୍ଲୀରେ ବି ଦେଖିବାକୁ ମିଳିବ ଓଡ଼ିଶାର ମେଢ ।
ଆଜି ୭୫ ତମ ସାଧାରଣତନ୍ତ୍ର ଦିବସ । ଦିଲ୍ଲୀଠୁ ପଲ୍ଲୀ ସବୁଠି ଉତ୍ସବର ମହୋଲ । ଭୁବନେଶ୍ୱର ଗାନ୍ଧୀମାର୍ଗରେ ଗଡିବ ପ୍ରଜ୍ଞାପନ ମେଢ । ଥିମ୍ ରହିଛି ‘ରୂପାନ୍ତରଣ ପଥେ ଓଡ଼ିଶା’ ।
/kanak/media/post_attachments/wp-content/uploads/2024/01/2-47.jpg)