ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ,ସମାଧିପୀଠ କଟକ ଗୋରାକବରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ସମ୍ବାଦ ଓ ଆମ ଓଡ଼ିଶାର ଅଧ୍ୟକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକ ।

58

କନକବ୍ୟୁରୋ : ଆଜି ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜନ୍ମ ଜୟନ୍ତୀ । ଏହି ଅବସରରେ କଟକ ତୁଳସୀପୁର ସ୍ଥିତ ମଧୁସୂଦନ ଦାସଙ୍କ ସମାଧୀପୀଠ ଗୋରାକବରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି । ସମ୍ବାଦ ଓ ଆମ ଓଡ଼ିଶା ପକ୍ଷରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି ।

ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ପ୍ରଥମ ପଟ୍ଟନାୟକ । ଉପସ୍ଥିତ ସମ୍ବାଦ ଓ ଆମ ଓଡ଼ିଶା ଅଧକ୍ଷ୍ୟ ସୌମ୍ୟରଂଜନ ପଟ୍ଟନାୟକ ।