କନକ ବ୍ୟୁରୋ : ଆଜି ସନ୍ଧ୍ୟାରେ ବସିବ ମନ୍ତ୍ରୀପରିଷଦ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟାରେ ବସିବ ମନ୍ତ୍ରୀ ପରିଷଦ ବୈଠକ। ରାଜ୍ୟରେ କରୋନା ସ୍ଥିତିକୁ ଦେଖି ମନ୍ତ୍ରୀ ପରିଷଦରେ କିଛି ବଡ଼ ଧରଣର ନିଷ୍ପତ୍ତି ହେବାର ସୂଚନା ମିଳିଛି।
ନବୀନ ନିବାସରୁ ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହି ବୈଠକରେ ସାମିଲ ହେବେ। ସେହିପରି ଭୁବନେଶ୍ବରରେ ଥିବା ମନ୍ତ୍ରୀମାନେ ଲୋକସେବା ଭବନ ଓ ଜିଲ୍ଲାରେ ଥିବା ଅନ୍ୟମନ୍ତ୍ରୀମାନେ ସମ୍ପୃକ୍ତ ଜିଲ୍ଲାପାଳଙ୍କ ଭିଡିଓ କନ୍ପରେନ୍ସିଂ ପ୍ରକୋଷ୍ଠରୁ ସାମିଲ ହେବେ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/07/CM-Naveen_plasma-therapy-750x430.jpg)