ମନ୍ତ୍ରୀ ପରିଷଦ ବୈଠକ ଆଜି, କୋଭିଡ୍‌ ସ୍ଥିତିକୁ ଦେଖି ଆସିପାରେ ବଡ଼ ନିଷ୍ପତ୍ତି!

Advertisment
ମନ୍ତ୍ରୀ ପରିଷଦ ବୈଠକ ଆଜି, କୋଭିଡ୍‌ ସ୍ଥିତିକୁ ଦେଖି ଆସିପାରେ ବଡ଼ ନିଷ୍ପତ୍ତି!

କନକ ବ୍ୟୁରୋ : ଆଜି ସନ୍ଧ୍ୟାରେ ବସିବ ମନ୍ତ୍ରୀପରିଷଦ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟାରେ ବସିବ ମନ୍ତ୍ରୀ ପରିଷଦ ବୈଠକ। ରାଜ୍ୟରେ କରୋନା ସ୍ଥିତିକୁ ଦେଖି ମନ୍ତ୍ରୀ ପରିଷଦରେ କିଛି ବଡ଼ ଧରଣର ନିଷ୍ପତ୍ତି ହେବାର ସୂଚନା ମିଳିଛି।

ନବୀନ ନିବାସରୁ ଭିଡିଓ କନଫରେନ୍‌ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହି ବୈଠକରେ ସାମିଲ ହେବେ। ସେହିପରି ଭୁବନେଶ୍ବରରେ ଥିବା ମନ୍ତ୍ରୀମାନେ ଲୋକସେବା ଭବନ ଓ ଜିଲ୍ଲାରେ ଥିବା ଅନ୍ୟମନ୍ତ୍ରୀମାନେ ସମ୍ପୃକ୍ତ ଜିଲ୍ଲାପାଳଙ୍କ ଭିଡିଓ କନ୍‌ପରେନ୍‌ସିଂ ପ୍ରକୋଷ୍ଠରୁ ସାମିଲ ହେବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe