ଆଜି ଯାଜପୁର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଧର୍ମଶାଳା, ଦଶରଥପୁର ଏବଂ ବିଞ୍ଝାରପୁର ବ୍ଲକରେ ବିଭିନ୍ନ ପ୍ରକଳ୍ପର କରିବେ ଉଦଘାଟନ ଏବଂ ଶିଳାନ୍ୟାସ

ଆଜି ଯାଜପୁର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

93

କନକ ବ୍ୟୁରୋ : ଆଜି ଯାଜପୁର ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଏବଂ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଧର୍ମଶାଳା ବ୍ଲକରେ ସେତୁ, ରାସ୍ତା, ଅଙ୍ଗନୱାଡି ଆଦି ୪୫୭ କୋଟିର ପ୍ରକଳ୍ପର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ସେହିପରି ଦଶରଥପୁର ବ୍ଲକରେ ୪ କୋଟିର ୨ଟି ପ୍ରକଳ୍ପର ଶୁଭାରମ୍ଭ ଏବଂ ୯୬ କୋଟି ୩୭ ଟଙ୍କାର ୭ଟି ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ବିଞ୍ଝାରପୁର ବ୍ଲକରେ ମଧ୍ୟ ଏକାଧିକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

Comments are closed.