କନକ ବ୍ୟୁରୋ : ସରିଲା ଘୋଷଯାତ୍ରା। ରତ୍ନବେଦୀ ଛାଡ଼ି ଶ୍ରୀମନ୍ଦିର ବାହାରେ ପତିତଜନଙ୍କୁ ଦର୍ଶନ ଦେଲେ ମହାପ୍ରଭୁ। ୧୨ ଦିନର ଏହି ଲୀଳାଖେଳ ଶେଷ ପରେ ଚତୁର୍ଦ୍ଧା ମୂର୍ତି ନୀଳାଦ୍ରି ବିଜେ କରିବେ। ରଥାରୂଢ଼ ଚତୁର୍ଦ୍ଧା ମୂର୍ତି ପୁଣି ଗୋଟି ପହଣ୍ଡିରେ ରତ୍ନମଣ୍ଡପକୁ ବିଜେ କରିବେ। ଏତେ ଦିନ ଧରି ମାନ କରି ରହିଥିବା ମା’ ଲକ୍ଷ୍ମୀ ଠାକୁରାଣୀଙ୍କୁ ରସଗୋଲା ଦେଇ ପ୍ରଭୁ ଶ୍ରୀଜଗନ୍ନାଥ ମାନଭଞ୍ଜନ କରିବେ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ କରିଛି। ତେବେ ୧୬ ତାରିଖରେ ଚନ୍ଦ୍ରଗ୍ରହଣ ଥିବାରୁ ସଅଳ ନୀତି ସାରିବାକୁ ନିର୍ଘଣ୍ଟ ହୋଇଛି।
/kanak/media/post_attachments/wp-content/uploads/2019/06/Ratha_Yatra_chariots.jpg)
/kanak/media/post_attachments/wp-content/uploads/2019/07/Pahandire-Jagannath1-750x430.jpg)