ଆଜି ହୋଇପାରେ ପଂଚାୟତ ନିର୍ବାଚନ ତାରିଖ ଘୋଷଣା

39

ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ଆଜି ଯେକୌଣସି ମୁହୂର୍ତରେ ନିର୍ବାଚନ କମିସନ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ତାରିଖ ଘୋଷଣା କରିପାରନ୍ତି । ଆଜି ଠାରୁ ଆଦର୍ଶ ଆଚରଣ ବିଧି ମଧ୍ୟ ଲାଗୁ ହୋଇପାରେ ବୋଲି ସୂଚନା ମିଳିଛି ।