କନକ ବ୍ୟୁରୋ: ଆଜି ବସନ୍ତ ପଂଚମୀ । ଶିକ୍ଷାପୁଷ୍ଠାନ ସମେତ ବିଭିନ୍ନ ସ୍ଥାନରେ ବିଦ୍ୟାଦାତ୍ରୀ ମା’ ସରସ୍ୱତୀଙ୍କୁ କରାଯାଉଛି ଆବାହନ । ପବିତ୍ର ଶ୍ରୀପଞ୍ଚମୀରେ ଆଜି ହେବ ରଥକାଠ ଅନୁକୂଳ ହେବ । ତିନି ରଥ ପାଇଁ ତିନୋଟି ୧୨ ଫୁଟିଆ ଧଉରା କାଠକୁ ପୁଷ୍ପମାଲ୍ୟ ଦେଇ କରାଯିବ ପୂଜାର୍ଚ୍ଚନା । ଅପରାହ୍ନରେ ରୀତିନୀତି ସମ୍ପନ୍ନ ହେବ । ରାଜନଅର ପକ୍ଷରୁ ଶୌତ୍ରିୟ ବ୍ରାହ୍ମଣ ଏହି ପୂଜାର୍ଚ୍ଚନା କରିବେ ।
ପବିତ୍ର ଶ୍ରୀପଞ୍ଚିମୀରେ ଆଜି ହେବ ରଥକାଠ ଅନୁକୂଳ । ତିନି ରଥ ପାଇଁ ତିନୋଟି ୧୨ ଫୁଟିଆ ଧଉରା କାଠକୁ କରାଯିବ ପୂଜାର୍ଚ୍ଚନା ।
/kanak/media/post_attachments/wp-content/uploads/2024/02/rath-yatra.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)