ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନାମାଙ୍କନ ପାଇଁ ବିଜ୍ଞପ୍ତି । ଆଜିଠାରୁ ଏପ୍ରିଲ ୪ ପର୍ଯ୍ୟନ୍ତ ଚାଲିବ ପ୍ରାର୍ଥୀ ପତ୍ର ଦାଖଲ

Advertisment
ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନାମାଙ୍କନ ପାଇଁ ବିଜ୍ଞପ୍ତି । ଆଜିଠାରୁ ଏପ୍ରିଲ ୪ ପର୍ଯ୍ୟନ୍ତ ଚାଲିବ ପ୍ରାର୍ଥୀ ପତ୍ର ଦାଖଲ

କନକ ବ୍ୟୁରୋ : ଆଜିଠୁ ତୃତୀୟ ପର୍ଯ୍ୟାୟ ନାମାଙ୍କନ । ପ୍ରକାଶ ପାଇଲା ବିଜ୍ଞପ୍ତି । ଏହି ପର୍ଯ୍ୟାୟରେ ୬ ଟି ଲୋକସଭା ଓ ୪୨ଟି ବିଧାନସଭା ଲାଗି ନିର୍ବାଚନ ଅନୁଷ୍ଠିତ ହେବ । ସମ୍ବଲପୁର , ଢ଼େଙ୍କାନାଳ,କଟକ, ପୁରୀ,ଭୁବନେଶ୍ୱର ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ଓ ଏହାର ଅଧିନସ୍ଥ ବିଧାନସଭା ଆସନ ପାଇଁ ଆଜିଠାରୁ ପ୍ରାର୍ଥୀ ପତ୍ର ଦାଖଲ ଆରମ୍ଭ ହେବ ।

publive-imageଏପ୍ରିଲ ୪ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଚାଲିବ । ଏପ୍ରିଲ ୫ତାରିଖରେ ନାମାଙ୍କନ ପତ୍ର ଯାଂଚ ହେବ ଓ ଏପ୍ରିଲ ୮ତାରିଖ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବା ପାଇଁ ଦିନ ଧାର୍ଯ୍ୟ କରାଯାଇଛି । ତୃତୀୟ ପର୍ଯ୍ୟାୟ  ନିର୍ବାଚନ ପାଇଁ ଏପ୍ରିଲ ୨୩ ତାରିଖରେ ଭୋଟ୍ ଗ୍ରହଣ ହେବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe