କନକ ବ୍ୟୁରୋ : ମକର ସଂକ୍ରାନ୍ତିକୁ ସରକାରୀ ଛୁଟି ଘୋଷଣା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମକର ସଂକ୍ରାନ୍ତିକୁ ସରକାରୀ ଛୁଟି ଭାବେ ଘୋଷଣା କରିଛନ୍ତି । ଆସନ୍ତାକାଲି ଅର୍ଥାତ ୧୫ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ପୂର୍ବରୁ ରାଜ୍ୟ ସରକାରଙ୍କ ଛୁଟି ତାଲିକାରେ ମକର ସଂକ୍ରାନ୍ତି ସ୍ଥାନ ପାଇ ନଥିଲା ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2019/09/Naveen-Patnaik.png)