ମକର ସଂକ୍ରାନ୍ତିକୁ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ଆସନ୍ତାକାଲି ବନ୍ଦ ରହିବ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନ

712

କନକ ବ୍ୟୁରୋ : ମକର ସଂକ୍ରାନ୍ତିକୁ ସରକାରୀ ଛୁଟି ଘୋଷଣା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମକର ସଂକ୍ରାନ୍ତିକୁ ସରକାରୀ ଛୁଟି ଭାବେ ଘୋଷଣା କରିଛନ୍ତି । ଆସନ୍ତାକାଲି ଅର୍ଥାତ ୧୫ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ପୂର୍ବରୁ ରାଜ୍ୟ ସରକାରଙ୍କ ଛୁଟି ତାଲିକାରେ ମକର ସଂକ୍ରାନ୍ତି ସ୍ଥାନ ପାଇ ନଥିଲା ।

Comments are closed.