କନକ ବ୍ୟୁରୋ: ଓଡିଶା-ଆନ୍ଧ୍ର ସୀମାରେ ଟ୍ରେନ୍ ଦୁର୍ଘଟଣା । ବିଶାଖାପାଟଣା-ପଲାସା ଓ ବିଶାଖାପାଟଣା-ରାୟଗଡା ଟ୍ରେନ୍ ଦୁର୍ଘଟଣା ହେବା ଯୋଗୁ ୬ ଜଣଙ୍କ ମୃତ୍ୟୁ ଘଟିଛି । ଏନେଇ ସରକାରୀ ସୂତ୍ରରୁ ସୂଚନା ମିଳିଛି । ତେବେ ଆଗକୁ ମୃତାହତଙ୍କ ସଂଖ୍ୟା ବଢିପାରେ ବୋଲି କୁହାଯାଉଛି । ବିଜୟନଗରମର ଆଲମଣ୍ଡା-କଣ୍ଟକପାଲି ମଧ୍ୟରେ ଏହି ଦୁର୍ଘଟଣା ଘଟିଛି । ଗୋଟିଏ ଟ୍ରେନକୁ ଅନ୍ୟ ଟ୍ରେନଟି ପଛ ପଟୁ ଧକ୍କା ଦେଇଛି । ଟ୍ରେନ୍ ଧକ୍କା ଦେବା ଫଳରେ ଦୁଇଟି ବଗି କ୍ଷତିଗ୍ରସ୍ତ ହୋଇଛି ।
ଓଡିଶା-ଆନ୍ଧ୍ର ସୀମାରେ ଟ୍ରେନ୍ ଦୁର୍ଘଟଣା । ୬ ଯାତ୍ରୀଙ୍କ ମୃତ୍ୟୁ ନେଇ ସରକାରୀ ସୂତ୍ରରୁ ସୂଚନା
/kanak/media/post_attachments/wp-content/uploads/2023/10/WhatsApp-Image-2023-10-29-at-8.33.36-PM.jpeg)
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)