୩ ରାଜ୍ୟ ପାଇଁ ନିର୍ବାଚନ ତାରିଖ ଘୋଷଣା । ୧୬ରେ ତ୍ରିପୁରା , ୨୭ରେ ନାଗାଲାଣ୍ଡ ଓ ମେଘାଳୟରେ ନିର୍ବାଚନ

160

କନକ ବ୍ୟୁରୋ: ରାଜ୍ୟ ପାଇଁ ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ତ୍ରିପୁରା, ମେଘାଳୟ ଓ ନାଗାଲାଣ୍ଡ ପାଇଁ ନିର୍ବାଚନ ତାରିଖ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନ । ଫେବ୍ରୁଆରୀ ୧୬ରେ ତ୍ରିପୁରାରେ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ୨୭ରେ ନାଗାଲାଣ୍ଡ ଓ ମେଘାଳୟରେ ନିର୍ବାଚନ ହେବାକୁ ଘୋଷଣା ହୋଇଛି ।