ସୁନ୍ଦରଗଡ କୋଇଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ ,୩୦ ଯାତ୍ରୀ ଆହତ ।

ସୁନ୍ଦରଗଡ କୋଇଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ ,୩୦ ଯାତ୍ରୀ ଆହତ ।

କନକ ବ୍ୟୁରୋ: ସୁନ୍ଦରଗଡ଼ ଟିକାୟତପାଲି ଥାନା ଖମଣ ନିକଟରେ ଦୁର୍ଘଟଣା । ଯାତ୍ରୀବାହି ବସକୁ ଧକ୍କା ଦେଲା ଟ୍ରକ୍ । ଦ୍ରୁତ ଗତିରେ ଆସୁଥିବା ଟ୍ରକ୍ ‘ଅନୁପମା’ ନାମକ ବସଟିକୁ ଧକ୍କା ଦେଇଛି । ଏଥିରେ ୧୦ ଜଣ ଯାତ୍ରୀ ଗୁରୁତର ହୋଇଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି । ବସଟି ରାଉରକେଲାରୁ ଭୁବନେଶ୍ୱର ଯାଉଥିବା ବେଳେ ଦୁର୍ଘଟଣା ହୋଇଛି । ଗୁରୁତରଙ୍କୁ ଚିକିତ୍ସା ପାଇଁ ରାଉରକେଲା ଓ ବଣାଇକୁ ପଠାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚିି ଘଟଣାର ତଦନ୍ତ ଆରମ୍ଭ କରିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe