କନକ ବ୍ୟୁରୋ : ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ପୂର୍ବ କେନ୍ଦ୍ରିୟ ବଙ୍ଗୋପସାଗର ଅଂଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଯାହା ଆଗାମୀ ୨୪ ଘଣ୍ଟାରେ ପଶ୍ଚିମ- ଉତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଏବଂ ଉତର ଆନ୍ଧ୍ର ଉପକୂଳ ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ଦୁଇଦିନ ରାଜ୍ୟରେ ୧୬ ଏବଂ ୧୭ ତାରିଖରେ କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।
କେନ୍ଦ୍ରିୟ ବଙ୍ଗୋପସାଗର ଅଂଚଳରେ ଲଘୁଚାପ ସୃଷ୍ଟି ଏବଂ ପ୍ରବଳ ବର୍ଷା ହେବା ସମ୍ଭାବନା ନେଇ ଟ୍ୱିଟ୍ କରି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/10/heavy-rains-1626459576.jpg)