ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଏହି ଜିଲ୍ଲା ଗୁଡିକରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା 

Advertisment
ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଏହି ଜିଲ୍ଲା ଗୁଡିକରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା 

କନକ ବ୍ୟୁରୋ : ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ପୂର୍ବ କେନ୍ଦ୍ରିୟ ବଙ୍ଗୋପସାଗର ଅଂଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଯାହା ଆଗାମୀ ୨୪ ଘଣ୍ଟାରେ ପଶ୍ଚିମ- ଉତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଏବଂ ଉତର ଆନ୍ଧ୍ର ଉପକୂଳ ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ଦୁଇଦିନ ରାଜ୍ୟରେ ୧୬ ଏବଂ ୧୭ ତାରିଖରେ କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । 

କେନ୍ଦ୍ରିୟ ବଙ୍ଗୋପସାଗର ଅଂଚଳରେ ଲଘୁଚାପ ସୃଷ୍ଟି ଏବଂ ପ୍ରବଳ ବର୍ଷା ହେବା ସମ୍ଭାବନା ନେଇ ଟ୍ୱିଟ୍ କରି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe