ପୋଖରୀରେ ବୁଡ଼ି ଭାଇ ଭଉଣୀଙ୍କ ମୃତ୍ୟୁ । ବାରିପଦା ଜ୍ୟୋତିପୁର ମାଝିସାହିରେ ଅଘଟଣ । ଗାଧୋଇବାକୁ ଯାଇଥିବା ବେଳେ ଖସିଗଲା ଗୋଡ ।

87

କନକ ବ୍ୟୁରୋ: ପୋଖରୀରେ ବୁଡ଼ି ଭାଇ ଭଉଣୀଙ୍କ ମୃତ୍ୟୁ । ବାରିପଦା ସଦର ଥାନା ଅନ୍ତର୍ଗତ ଜ୍ୟୋତିପୁର ମାଝିସାହି ଅଞ୍ଚଳରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ମୃତକ ମାନେ ହେଲେ ୬ ବର୍ଷର ଝିଅ ମାଲ୍ଲ ମାଝୀ ଏବଂ ୨ ବର୍ଷର ପୁଅ କାର୍ତ୍ତିକ ମାଝୀ । ଘରପାଖ ପୋଖରୀକୁ ଗାଧୋଇବାକୁ ଯାଇଥିବା ବେଳେ ଗୋଡ଼ ଖସିଯିବାରୁ ବୁଡ଼ିଯାଇଥିଲେ ଭାଇ-ଭଉଣୀ । ଖବର ପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚିି ଶବ ଉଦ୍ଧାର କରିଛି ।