କନକ ବ୍ୟୁରୋ: ମୋ ବସକୁ ଧକ୍କା ଦେଲା ଦୁଇଟି ଟ୍ରକ । କଟକ ତେଲେଙ୍ଗାପେଣ୍ଠ ନିକଟରେ ଦୁର୍ଘଟଣା । ଦୁର୍ଘଟଣାରେ ୨୦ ଜଣ ଆହତ ହୋଇଥିବା ସୂଚନା । ଆହତଙ୍କୁ ଉଦ୍ଧାର କରାଯାଇ କଟକ ଏସସିବି ମେଡିକାଲ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ସୂଚନା ।
ମୋ ବସକୁ ଧକ୍କା ଦେଲା ଦୁଇଟି ଟ୍ରକ: ଦୁର୍ଘଟଣାରେ ୨୦ ଜଣ ଆହତ ହୋଇଥିବା ସୂଚନା
/kanak/media/post_attachments/wp-content/uploads/2024/06/35-3.jpg)