କନକବ୍ୟୁରୋ: କେନ୍ଦ୍ର କ୍ୟାବିନେଟ୍ରେ ଓଡ଼ିଶାକୁ ନୂଆ ରେଳ ଲାଇନ୍ ସହ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସମ୍ପ୍ରସାରଣ ନେଇ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ରମନ୍ତ୍ରୀ କହିଛନ୍ତି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାର ଆର୍ଥିକ ଅଭିବୃଦ୍ଧି ସହ ଭିତିଭୂମିକୁ ସୁଦୃଢ କରିବ ପ୍ରଧାନମନ୍ତ୍ରୀ, ଅର୍ଥମନ୍ତ୍ରୀ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ