କନକ ବ୍ୟୁରୋ: ପଦମପୁର ଉପନିର୍ବାଚନର ଫଳାଫଳକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରିଛନ୍ତି । ସେ ଲେଖିଛନ୍ତି, ‘ପଦ୍ମପୁର ଉପନିର୍ବାଚନର ଫଳାଫଳକୁ ସ୍ୱୀକାର କରୁଛୁ । ଆମ ଦଳକୁ ଭୋଟ୍ ଦେଇଥିବା ପ୍ରତ୍ୟେକ ମତଦାତାଙ୍କୁ ଆନ୍ତରିକ ଧନ୍ୟବାଦ। ଗଣତନ୍ତ୍ରରେ ଜନତାଙ୍କ ରାୟକୁ ସମ୍ମାନ ଜଣାଇ ଆଗାମୀ ଦିନରେ ଦଳକୁ ଆହୁରି ସୁଦୃଢ଼ କରିବା ସହ ଜନକଲ୍ୟାଣ ଓ ଲୋକସମ୍ପର୍କ ମାଧ୍ୟମରେ ଲୋକଙ୍କ ଆସ୍ଥାଭାଜନ ହେବା ପାଇଁ ଚେଷ୍ଟା କରିବୁ । ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା'
ପଦ୍ମପୁର ଉପନିର୍ବାଚନର ଫଳାଫଳକୁ ସ୍ୱୀକାର କରୁଛୁ । ଆମ ଦଳକୁ ଭୋଟ୍ ଦେଇଥିବା ପ୍ରତ୍ୟେକ ମତଦାତାଙ୍କୁ ଆନ୍ତରିକ ଧନ୍ୟବାଦ। ଗଣତନ୍ତ୍ରରେ ଜନତାଙ୍କ ରାୟକୁ ସମ୍ମାନ ଜଣାଇ ଆଗାମୀ ଦିନରେ ଦଳକୁ ଆହୁରି ସୁଦୃଢ଼ କରିବା ସହ ଜନକଲ୍ୟାଣ ଓ ଲୋକସମ୍ପର୍କ ମାଧ୍ୟମରେ ଲୋକଙ୍କ ଆସ୍ଥାଭାଜନ ହେବା ପାଇଁ ଚେଷ୍ଟା କରିବୁ । ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ।
— Dharmendra Pradhan (@dpradhanbjp) December 8, 2022
ଉପନିର୍ବାଚନରେ ବିଜେଡି ଏଠି ୧ ଲକ୍ଷ ୧୯ ହଜାର ୫୧୨ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି ୭୭ ହଜାର ୪୪୭ ଖଣ୍ଡ ଭୋଟ ହାତେଇଛି । କଂଗ୍ରେସ ମାତ୍ର ୩୫୪୮ ଭୋଟ ପାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2022/12/FjDQtSkaUAADgx4.jpg)