ପଞ୍ଚାୟତ ନିର୍ବାଚନ ଫଳାଫଳକୁ ନେଇ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା: କହିଲେ, ଜନତାଙ୍କ ରାୟକୁ ସମ୍ମାନ ଜଣାଉଛୁ

Advertisment
ଓଡ଼ିଶାରେ ରହିଛି ଗଭର୍ଣ୍ଣାନ୍ସର ଅଭାବ । ଗର୍ଭବତୀ ମାଆ, ନବଜାତ ଶିଶୁ, କିଶୋର କିଶୋରୀଙ୍କ ଅବସ୍ଥା ଓଡ଼ିଶାରେ ଚିନ୍ତାଜନକ: ଧର୍ମେନ୍ଦ୍ର ପ୍ରଧାନ

The Union Minister for Petroleum & Natural Gas and Steel, Shri Dharmendra Pradhan holding a press conference on Cabinet Decisions, in New Delhi on December 30, 2020.

କନକ ବ୍ୟୁରୋ: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଫଳାଫଳକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା । କହିଲେ ଜନତାଙ୍କ ରାୟକୁ ସମ୍ମାନ ଜଣାଉଛୁ । ଏହାସହ ଦଳର ନିର୍ବାଚିତ ପ୍ରତିନିଧିଙ୍କୁ ଅଭିନନ୍ଦନ ଜଣାଉଛି । ୩୦ ପ୍ରତିଶତ ମତଦାତା ଦଳକୁ ସମର୍ଥନ ଜଣାଇଛନ୍ତି । ଦଳର ତୃଣମୂଳ ସ୍ତରର କାର୍ଯ୍ୟକର୍ତ୍ତା କଠିନ ପରିଶ୍ରମ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଭିଜନ ଓଡିଶାରେ ସର୍ବାଧିକ ଲାଭ ପାଉଛି । ଆମେ ଦଳର ସଙ୍ଗଠନକୁ ଆହୁରି ସୁଦୃଢ କରିବୁ । ଜନକଲ୍ୟାଣକାରୀ କାର୍ଯ୍ୟକୁ ଲୋକଙ୍କ ପାଖକୁ ନେବୁ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe