କନକ ବ୍ୟୁରୋ: ଭୁବନେଶ୍ବର ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟରେ ପୁଣି ଥରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି । ଦୁଇ ଗୋଷ୍ଠୀ ମଧ୍ୟରେ ଶୁକ୍ରବାର ଗଣ୍ଡଗୋଳ ହୋଇଥିବା ଜଣାପଡ଼ିଛି । କମେଣ୍ଟମରାକୁ କେନ୍ଦ୍ର କରି ଦୁଇ ଛାତ୍ରଙ୍କୁ ଆକ୍ରମଣ ହୋଇଛି। ଆମ୍ବେଦକର ହଷ୍ଟେଲ ଛାତ୍ର ଆକ୍ରମଣ କରିଥିବା ନେଇ ଅଭିଯୋଗ ପରେ ଦୁଇ ଗୋଷ୍ଠୀ ପକ୍ଷରୁ ବଡ଼ଗଡ଼ ଥାନାରେ ଏତଲା ହୋଇଛି।
ବିଜେବି କଲେଜରେ ଅଶାନ୍ତି, ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ
Advertisment
Follow Us