ନବରଙ୍ଗପୁରରେ ଅଘଟଣ । କୂଅ ସଫା କରିବା ବେଳେ ଶ୍ୱାସରୁଦ୍ଧ ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ ।

ଭରତପୁର ତାରିଣୀ ବସ୍ତିରେ ଯୁବତୀଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

କନକ ବ୍ୟୁରୋ: ନବରଙ୍ଗପୁରରେ ଅଘଟଣ । କୂଅ ସଫା କରିବା ବେଳେ ଶ୍ୱାସରୁଦ୍ଧ ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ । ଜଣେ ଗୁରୁତରଙ୍କୁ ଚିକିତ୍ସା ପାଇଁ ହାଟଭରାଣ୍ଡି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି । ରାଇଘର ବ୍ଲକ ହାଟଭରାଣ୍ଡି ପଂଚାୟତର ସୋନାରପାରା ଗାଁରେ କୂଅ ସଫା କରିବାକୁ କୁଅ ଭିତରେ ପଶିଥିଲେ ଶ୍ରମିକ ।

ଏମାନଙ୍କ ମଧ୍ୟରୁ ଦୁଇ ଜଣଙ୍କର ଶ୍ୱାସ ରୁଦ୍ଧ ହୋଇ ମୃତ୍ୟୁ ହୋଇଛି । ମୃତକ ଦୁଇଜଣ ହେଲେ ହେମରାଜ ହାଲୱା ଓ ଅନୁପ କେଉଟ । ରାଜୁ କେଉଟ ନାମକ ଶ୍ରମିକ ଆହତ ହୋଇ ଚିକିତ୍ସାପାଇଁ ଡ଼ାକ୍ତରଖାନାରେ ଭର୍ତି ହୋଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe