କନକ ବ୍ୟୁରୋ : ପ୍ରକାଶ ପାଇଲା ୟୁପିଏସସି ପରୀକ୍ଷା ଫଳାଫଳ । ମୋଟ ୯୩୩ ଜଣ ପରୀକ୍ଷାର୍ଥୀ ହୋଇଛନ୍ତି କୃତକାର୍ଯ୍ୟ । ଇଶିତା କିଶୋର ଆଇଏଏସ ଟପ୍ପର ହୋଇଥିବା ବେଳେ ଗାରିମା ଲୋହିଆ ଦ୍ୱିତୀୟ ସ୍ଥାନରେ ରହିଛନ୍ତି । ସେହିଭଳି ଉମା ହରାଥି ଏହି ତାଲିକାର ତୃତୀୟ ସ୍ଥାନରେ ରହିଛନ୍ତି । ଓଡ଼ିଶାର କସ୍ତୁରୀ ପଣ୍ଡା ୬୭ ତମ ସ୍ଥାନରେ ରହିଛନ୍ତି ।
ପ୍ରକାଶିତ ଫଳାଫଳ ଅନୁଯାୟୀ, ୧୮୦ ଜଣ ଆଇଏଏସ, ୩୮ ଜଣ ଆଇଏଫଏସ ଏବଂ ୨୦୦ ଜଣ ଆଇପିଏସ ଭାବେ କୃତକାର୍ଯ୍ୟ ହୋଇଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/05/28-10.jpg)