କନକ ବ୍ୟୁରୋ: ନିର୍ବାଚନ ଯେତିକି ପାଖେଇ ଆସୁଛି ବଡ ବଡ ନେତା ଦଳ ଛାଡିବାରେ ଲାଗିଛନ୍ତି । ଏହି କ୍ରମରେ ଅଭିଜ୍ଞ ନେତା ଅଂଶୁମାନ୍ ମହାନ୍ତି କଂଗ୍ରେସ ଛାଡିଥିବା ଖବର ଆସୁଛି । ପିସିସି ସଭାପତିଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଦେଇଛନ୍ତି ଅଂଶୁମାନ ।
ରାଜନଗରର ପୂର୍ବତନ ବିଧାୟକ ଅଂଶୁମାନ ବରିଷ୍ଠ କଂଗ୍ରେସ ନେତା ନଳିନୀ ମହାନ୍ତିଙ୍କ ପୁଅ । ୨୦୧୪ରୁ ୨୦୧୯ ଯାଏଁ ସେ ବିଧାୟକ ଥିଲେ । ରାଜନେତା ଭାବେ ତାଙ୍କର ବେଶ୍ ଲୋକପ୍ରିୟତା ରହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2024/02/ansu.jpg)