କଂଗ୍ରେସ ଛାଡିଲେ ପୂର୍ବତନ ବିଧାୟକ ଅଂଶୁମାନ୍ ମହାନ୍ତି । ପିସିସି ସଭାପତିଙ୍କ ନିକଟକୁ ପଠାଇଲେ ଇସ୍ତଫା ପତ୍ର ।

Advertisment
କଂଗ୍ରେସ ଛାଡିଲେ ପୂର୍ବତନ ବିଧାୟକ ଅଂଶୁମାନ୍ ମହାନ୍ତି । ପିସିସି ସଭାପତିଙ୍କ ନିକଟକୁ ପଠାଇଲେ ଇସ୍ତଫା ପତ୍ର ।

କନକ ବ୍ୟୁରୋ: ନିର୍ବାଚନ ଯେତିକି ପାଖେଇ ଆସୁଛି ବଡ ବଡ ନେତା ଦଳ ଛାଡିବାରେ ଲାଗିଛନ୍ତି । ଏହି କ୍ରମରେ ଅଭିଜ୍ଞ ନେତା ଅଂଶୁମାନ୍ ମହାନ୍ତି କଂଗ୍ରେସ ଛାଡିଥିବା ଖବର ଆସୁଛି । ପିସିସି ସଭାପତିଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଦେଇଛନ୍ତି ଅଂଶୁମାନ ।

ରାଜନଗରର ପୂର୍ବତନ ବିଧାୟକ ଅଂଶୁମାନ ବରିଷ୍ଠ କଂଗ୍ରେସ ନେତା ନଳିନୀ ମହାନ୍ତିଙ୍କ ପୁଅ । ୨୦୧୪ରୁ ୨୦୧୯ ଯାଏଁ ସେ ବିଧାୟକ ଥିଲେ । ରାଜନେତା ଭାବେ ତାଙ୍କର ବେଶ୍ ଲୋକପ୍ରିୟତା ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe