କନକ ବ୍ୟୁରୋ: ଉପରାଷ୍ଟ୍ରପତି ମୁଖବେର ଇରାନର କାମଚଳା ରାଷ୍ଟ୍ରପତି ଦାୟିତ୍ୱ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ରବିବାର ହେଲିକପ୍ଟର ରାଷ୍ଟ୍ରପତି ଇବ୍ରାହିମ ରଇସଙ୍କ ମୃତ୍ୟ ଦୁର୍ଘଟଣାରେ ହୋଇଥିଲା । ଦୁର୍ଘଟଣାର କାରଣ ନେଇ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ସେପଟେ ଇରାନରେ ୫ ଦିନିଆ ଶୋକ ଘୋଷଣା ହୋଇଛି । ଆଜି ଦିନିକିଆ ଶୋକ ପାଳୁଛି ଭାରତ ।
ଉପରାଷ୍ଟ୍ରପତି ମୁଖବେରଙ୍କୁ ଇରାନର କାମଚଳା ରାଷ୍ଟ୍ରପତି ଦାୟିତ୍ୱ । ରାଷ୍ଟ୍ରପତି ଇବ୍ରାହିମ ରଇସଙ୍କ ମୃତ୍ୟରେ ଇରାନରେ ୫ ଦିନିଆ ଶୋକ ଘୋଷଣା ।
/kanak/media/post_attachments/wp-content/uploads/2024/05/6-19.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)