ବଲାଙ୍ଗିର ଲେଖରିଆ କଣ୍ଟେନ୍‌ମେଣ୍ଟ ଜୋନ୍‌ ଅବଧି ବଢ଼ିଲା : ନିକଟବର୍ତ୍ତୀ ୧୮ଟି ଗାଁରେ ମଧ୍ୟ କଣ୍ଟେନ୍‌ମେଣ୍ଟ ଜୋନ୍‌ ଅବଧି ବଢ଼ିଲା । ଅନିର୍ଦ୍ଦିଷ୍ଟ କାଳ ଯାଏ କଣ୍ଟେନ୍‌ମେଣ୍ଟ ଜୋନ୍ ଅବଧି ବଢ଼ାଇଲା ପ୍ରଶାସନ

78

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

Comments are closed.