BJD Politics : ଆଜି ଓଡ଼ିଶା ଫେରୁଛନ୍ତି ନବୀନ : ସ୍ବାଗତ ପାଇଁ ନେତା ପ୍ରସ୍ତୁତ
ସୁସ୍ଥ ହେବା ପରେ ଆଜି ମୁମ୍ବାଇରୁ ଭୁବନେଶ୍ୱର ଫେରିବେ । ତାଙ୍କୁ ଭୁବନେଶ୍ୱର ବିମାନ ବନ୍ଦରରୁ ଦଳୀୟ ନେତା ଓ କର୍ମୀ ନବୀନ ନିବାସ ଯାଏଁ ସ୍ୱାଗତ କରିବେ । ଏନେଇ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ମିଶ୍ର ସୂଚନା ଦେଇଛନ୍ତି ।
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)