କରୋନାରେ ମୃତ ୨ ସାମ୍ବାଦିକଙ୍କ ପରିବାରକୁ ସହାୟତା ଘୋଷଣା । ୧୫ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଗଞ୍ଜାମ ସମାଜ ପ୍ରତିନିଧି ପ୍ରିୟଦର୍ଶୀ ପଟ୍ଟନାୟକଙ୍କ ପରିବାରକୁ ୧୫ଲକ୍ଷ । ଗଜପତିର ସାମ୍ବାଦିକ କୃଷ୍ଣଚନ୍ଦ୍ର ରତ୍ନମଙ୍କ ପରିବାରକୁ ୧୫ଲକ୍ଷ ।

64

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

Comments are closed.