""
videos ବର୍ଷ ଆରମ୍ଭରୁ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳ ବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ Advertisment ବର୍ଷ ଆରମ୍ଭରୁ ରାଜ୍ୟ ସରକାର ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି । ଏହି କ୍ରମରେ ଦେଓରଂଜନ ସିଂଙ୍କୁ ଉନ୍ନୟନ କମିସନର ଭାବେ ନିଯୁକ୍ତି ମିଳିଛି । ସତ୍ୟବ୍ରତ ସାହୁଙ୍କୁ ମେମ୍ବର, ବୋର୍ଡ ଅଫ୍ ରେଭିନ୍ୟୁ । January 01, 2026, 11:14 PM IST ବର୍ଷ ଆରମ୍ଭରୁ ରାଜ୍ୟ ସରକାର ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି । ଏହି କ୍ରମରେ ଦେଓରଂଜନ ସିଂଙ୍କୁ ଉନ୍ନୟନ କମିସନର ଭାବେ ନିଯୁକ୍ତି ମିଳିଛି । ସତ୍ୟବ୍ରତ ସାହୁଙ୍କୁ ମେମ୍ବର, ବୋର୍ଡ ଅଫ୍ ରେଭିନ୍ୟୁ । 01 Jan 2026 23:14 IST Sarbeswar Follow Us Odisha News