ଏଥର ୩ ଲକ୍ଷ ୧୦ ହଜାର କୋଟିର ଓଡ଼ିଶା ବଜେଟ୍ : ଜାଣନ୍ତୁ କେଉଁ କ୍ଷେତ୍ରକୁ କଣ ମିଳିଲା?
ଓଡ଼ିଶାର ବିକାଶ ଧାରାକୁ ଆଗକୁ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ଗତ ବର୍ଷ ତୁଳନାରେ ଏହି ବଜେଟ୍ର ଆକାର ଯଥେଷ୍ଟ ଅଧିକ ରହିଛି, ଯାହା ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧିର ସଙ୍କେତ ଦେଉଛି
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)