ଓଡିଶାର ଆବେଦନ ଉପରେ ସୁପ୍ରିମକୋର୍ଟରେ କୋଟିଆ ମାମଲାର ଶୁଣାଣି । ଓଡିଶାରେ ପଞ୍ଚାୟତ ନିର୍ବାଚନ ନେଇ ଆନ୍ଧ୍ରର ସ୍ପଷ୍ଟୀକରଣ ଲୋଡିଲେ ।

ଆନ୍ଧ୍ର ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ୍ ତଲବ । କୋଟିଆରେ ନିର୍ବାଚନ କରାଇବା ନେଇ ଆନ୍ଧ୍ର ସରକାରଙ୍କୁ ସ୍ପଷ୍ଟୀକରଣ ମାଗିଲେ କୋର୍ଟ । ୧୯ ରେ ପରବର୍ତ୍ତୀ ଶୁଣାଣି

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe