ଓଡ଼ିଶା ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ, ଛାତ୍ରୀଙ୍କୁ ନିଶା ଦ୍ରବ୍ୟ ଦେଇ ଦୁଷ୍କର୍ମ ଅଭିଯୋଗ

ଛାତ୍ରୀଙ୍କୁ କୋଲ୍ଡଡ୍ରିଙ୍କ୍‌ସ୍‌ରେ ନିଶା ଦ୍ରବ୍ୟ ଦେଇ ଏକ ହୋଟେଲରେ ବଳ ପୂର୍ବକ ଦୁଷ୍କର୍ମ କରିଥିବା ଅଭିଯୋଗରେ ବନ୍ଧା ହେଲେ ଓଡ଼ିଶା ଛାତ୍ର କଂଗ୍ରେସ ସଭାପତି। ଏନେଇ ଛାତ୍ରୀ ଜଣକ ମଞ୍ଚେଶ୍ୱର ଥାନାରେ FIR ଦେଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe