ଭିଜିଲାନ୍ସ ଜାଲରେ କୋଟିପତି କିରାଣୀ

6

ଭୁବନେଶ୍ୱର ବ୍ୟୁରୋ ,କନକ ନ୍ୟୁଜ୍ : ଭିଜିଲାନ୍ସ ଜାଲରେ କୋଟିପତି କିରାଣୀ । ଭୁବନେଶ୍ୱର ବିଡିଏ ଫିଲ୍ଡ ମ୍ୟାନ ପୁରୁଷୋତମ ବଳିୟାରିସିଂଙ୍କ ବାସଭବନରେ ରେଡ ହୋଇଛି । ପଟିଆ ବାସଭବନ, ଶାସ୍ତ୍ରୀନଗର ବାସଭବନ ସମେତ ୫ଟି ଯାଗାରେ ଚଢାଉ ହୋଇଛି । ଚଢାଉ ବେଳେ ତାଙ୍କ ଘରୁ ୭ଟି ଗାଡି , ନଗଦ ୧ଲକ୍ଷ ଟଙ୍କା ଓ ୨୦ ଭରି ସୁନାଗହଣା ଜବତ ହୋଇଛି । ଆୟ ବର୍ହିଭୁତ ସଂପତି ଠୁଳ ଅଭିଯୋଗରେ ଏହି ରେଡ ହୋଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

Comments are closed.