ଭିଜିଲାନ୍ସ ବାବୁଙ୍କ ଘରେ ଭିଜିଲାନ୍ସର ଚଢ଼ାଉ । ୧ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ପବ୍ଲିକ ପ୍ରୋସିକ୍ୟୁଟରଙ୍କୁ ଧରିଲା ଭିଜିଲାନ୍ସ ।

206

କନକ ବ୍ୟୁରୋ: ଭିଜିଲାନ୍ସ ବାବୁଙ୍କ ଘରେ ଭିଜିଲାନ୍ସର ଚଢ଼ାଉ । ୧ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ପବ୍ଲିକ ପ୍ରୋସିକ୍ୟୁଟରଙ୍କୁ ଧରିଲା ଭିଜିଲାନ୍ସ । କଳାହାଣ୍ଡି ଭବାନୀପାଟଣା ଭିଜିଲାନ୍ସ ପିପି ଆଶୁତୋଷ ମିଶ୍ର, ମହୁଲପାଟଣା ଫାଣ୍ଡି ପୂର୍ବତନ ଏଏସଆଇ ମଳୟ ରଣାଙ୍କ ଭିଜିଲାନ୍ସ କେଶ ରଫାଦଫା ପାଇଁ ୩ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ । ଆଜି ଟିଭି ସେଂଟର ପଡ଼ା ବାସଗୃହରେ ୧ଲକ୍ଷ ଟଙ୍କା ଲାଂଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଥିଲା ।

Comments are closed.